ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଓଡିଶାର ଗଞ୍ଜାମ ଜିଲ୍ଲାରେ ହୋଇଥିବା ଦୁଃଖଦ ସଡକ ଦୁର୍ଘଟଣା ମୃତକଙ୍କ ପ୍ରତି ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
Posted On:
25 MAY 2022 2:32PM by PIB Bhubaneshwar
ଓଡିଶାର ଗଞ୍ଜାମ ଜିଲ୍ଲାରେ ଏକ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ଓଡିଶାର ଗଞ୍ଜାମ ଜିଲ୍ଲାରେ ଏକ ଦୁଃଖଦ ସଡକ ଦୁର୍ଘଟଣାର ହୋଇଥିବା ମୃତ୍ୟୁରେ ବେଶ ମର୍ମାହତ । ଦୁଃଖର ଏହି ମୂହୁର୍ତ୍ତରେ ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ଜଣାଉଛନ୍ତି । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି: PM@narendramodi”
SR
(Release ID: 1828267)
Read this release in:
English
,
Urdu
,
Marathi
,
Hindi
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam