ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବୀର ସାବରକରଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
28 MAY 2022 8:55AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବୀର ସାବରକରଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମାତା ଭାରତୀଙ୍କ କର୍ମଠ ସୁପୁତ୍ର ବୀର ସାବରକରଙ୍କୁ ତାଙ୍କ ଜୟନ୍ତୀରେ ଆଦରପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ।”
HS
(ରିଲିଜ ଆଡି: 1828885)
ପରିଦର୍ଶକ କାଉଣ୍ଟର : 218
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam