ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାଜସ୍ଥାନରେ ସଡ଼କ ଦୁର୍ଘଟଣାରେ ଜୀବନ ହାନି ଯୋଗୁଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
07 JUN 2022 9:26PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ବାରମେରରେ ଏକ ସଡ଼କ ଦୁର୍ଘଟଣାରେ ଜୀନନ ହାନି ଯୋଗୁଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରି କହିଛି:
“ରାଜସ୍ଥାନର ବାରମେରରେ ଘଟିଥିବା ସଡ଼କ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଯେଉଁମାନେ ଏଥିରେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି । ଏହି ଦୁଃଖ ସମୟରେ ଭଗବାନ ସେମାନଙ୍କୁ ଶକ୍ତି ଦିଅନ୍ତୁ: ପ୍ରଧାନମନ୍ତ୍ରୀ ।”
HS
(ରିଲିଜ ଆଡି: 1832119)
ପରିଦର୍ଶକ କାଉଣ୍ଟର : 201
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam