ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପାରା ଶୁଟିଂ ବିଶ୍ୱକପରେ ସ୍ୱର୍ଣ୍ଣ ଜିତିବା ପାଇଁ ଭାରତୀୟ ସୁଟର ଅଭନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
08 JUN 2022 11:25AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫ୍ରାନ୍ସରେ ରେକର୍ଡ ସ୍କୋର ସହ ପାରା ଶୁଟିଂ ବିଶ୍ୱକପରେ ସ୍ୱର୍ଣ୍ଣ ଜତିିବା ପାଇଁ ଭାରତୀୟ ସୁଟର ଅଭନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
HS
(ରିଲିଜ ଆଡି: 1832219)
ପରିଦର୍ଶକ କାଉଣ୍ଟର : 177
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam