ନିର୍ବାଚନ ଆୟୋଗ

ଦେଶର ୧୬ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା

Posted On: 09 JUN 2022 5:46PM by PIB Bhubaneshwar

ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଆସନ୍ତା ୨୪ ଜୁଲାଇ, ୨୦୨୨ରେ ଶେଷ ହେଉଛି । ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୬୨ ଅନୁଯାୟୀ, ବର୍ତ୍ତମାନର ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନୂଆ ରାଷ୍ଟ୍ରପତିଙ୍କ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବା ଆବଶ୍ୟକ ।

ସମ୍ବିଧାନର ଅନୁଚ୍ଛେଦ ୩୨୪ ସହିତ ରାଷ୍ଟ୍ରପତି ଏବଂ ଉପରାଷ୍ଟ୍ରପତି ନିର୍ବାଚନ ଆଇନ, ୧୯୫୨ ତଥା ରାଷ୍ଟ୍ରପତି ଏବଂ ଉପରାଷ୍ଟ୍ରପତି ନିର୍ବାଚନ ନିୟମ, ୧୯୭୪ ଅନୁଯାୟୀ, ନିର୍ବାଚନ ଆୟୋଗଙ୍କ ଉପରେ ଭାରତର ରାଷ୍ଟ୍ରପତିଙ୍କ ନିର୍ବାଚନର ପରିଚାଳନା ଅଧୀକ୍ଷଣ, ନିର୍ଦ୍ଦେଶନା ଏବଂ ନିୟନ୍ତ୍ରଣ ଦାୟିତ୍ବ ନିହିତ ରହିଛି ।

(ଅଧିକ ବିବରଣୀ ପାଇଁ ଏଠାରେ କ୍ଲିକ୍‌ କରନ୍ତୁ)

 

*****

P.S.



(Release ID: 1832740) Visitor Counter : 149