ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଆସନ୍ତା ଦେଢ଼ ବର୍ଷ ମଧ୍ୟରେ ମିଶନ ମୋଡରେ ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବେ ସରକାର : ପ୍ରଧାନମନ୍ତ୍ରୀ

प्रविष्टि तिथि: 14 JUN 2022 11:14AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କ ସବୁ ବିଭାଗ ଓ ମନ୍ତ୍ରଣାଳୟର ମାନବ ସମ୍ବଳ ସ୍ଥିତି ସମୀକ୍ଷା କରିଛନ୍ତି । ଆସନ୍ତା ଦେଢ଼ ବର୍ଷ ମଧ୍ୟରେ ସରକାରଙ୍କ ଦ୍ଵାରା ମିଶନ ମୋଡରେ ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବା ଲାଗି ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରାଯାଇଛି;

‘‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସବୁ ବିଭାଗ ଓ ମନ୍ତ୍ରଣାଳୟର ମାନବ ସମ୍ବଳ ସ୍ଥିତି ସମୀକ୍ଷା କରିଛନ୍ତି ଏବଂ ଆସନ୍ତା ଦେଢ଼ ବର୍ଷ ମଧ୍ୟରେ ସରକାରଙ୍କ ଦ୍ଵାରା ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି ।’’

******

P.S.


(रिलीज़ आईडी: 1833720) आगंतुक पटल : 250
इस विज्ञप्ति को इन भाषाओं में पढ़ें: Malayalam , English , Urdu , हिन्दी , Marathi , Assamese , Bengali , Manipuri , Punjabi , Gujarati , Tamil , Telugu , Kannada