ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଏହି ଯୋଗ ଦିବସକୁ ସଫଳ କରିବା ଏବଂ ଯୋଗକୁ ଅଧିକ ଲୋକପ୍ରିୟ କରିବା ପାଇଁ ଲୋକଙ୍କୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
20 JUN 2022 1:44PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି ଯୋଗ ଦିବସକୁ ସଫଳ କରିବା ଏବଂ ଯୋଗକୁ ଅଧିକ ଲୋକପ୍ରିୟ କରିବା ପାଇଁ ଲୋକଙ୍କୁ ଅନୁରୋଧ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ଆସନ୍ତାକାଲି, ୨୧ ଜୁନ୍ ଅନ୍ତର୍ଜାତୀୟ ଯୋଗ ଦିବସ ଭାବରେ ଚିହ୍ନିତ ହେବ । ‘ମାନବିକତା ପାଇଁ ଯୋଗ' ବିଷୟବସ୍ତୁ ଦ୍ୱାରା ଅନୁପ୍ରାଣିତ ହୋଇ ଆସନ୍ତୁ ଏହି ଯୋଗ ଦିବସକୁ ସଫଳ କରିବା ଏବଂ ଯୋଗକୁ ଅଧିକ ଲୋକପ୍ରିୟ କରିବା ।”
HS
(ରିଲିଜ ଆଡି: 1835548)
ପରିଦର୍ଶକ କାଉଣ୍ଟର : 194
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam