ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଉତ୍ତରପ୍ରଦେଶର ହମିରପୁରରେ ସଡକ ଦୁର୍ଘଟଣାରେ ପ୍ରାଣହାନୀ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 22 JUN 2022 9:42PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ହମିରପୁର ଜିଲ୍ଲାରେ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଶ୍ରୀ ମୋଦୀ ମଧ୍ୟ ଏହି ଦୁର୍ଘଟଣାରେ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍କରିଛି;

ଉତ୍ତରପ୍ରଦେଶର ହମିରପୁରରେ ଘଟିଥିବା ଏହି ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ ଅଟେ ଯେଉଁମାନେ ଏଥିରେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି ଏବଂ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି ରାଜ୍ୟ ସରକାର ଏବଂ ସ୍ଥାନୀୟ ପ୍ରଶାସନ ଆହତମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇବାରେ ନିୟୋଜିତ ଅଛନ୍ତି : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

HS


(रिलीज़ आईडी: 1836404) आगंतुक पटल : 207
इस विज्ञप्ति को इन भाषाओं में पढ़ें: Bengali , हिन्दी , English , Urdu , Marathi , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam