ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ପୂଣ୍ୟ ତିଥିରେ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 23 JUN 2022 10:00AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ପୁଣ୍ୟ ତିଥିରେ ସ୍ମରଣ କରିବା ଭାରତର ଏକତାକୁ ଆଗକୁ ବଢାଇବା କ୍ଷେତ୍ରରେ ତାଙ୍କର ଅତୁଳନୀୟ ଉଦ୍ୟମ ପାଇଁ ପ୍ରତ୍ୟେକ ଭାରତୀୟ ତାଙ୍କ ନିକଟରେ ଋଣୀ ଅଟନ୍ତି ସେ ଭାରତର ପ୍ରଗତି ପାଇଁ କଠିନ ପରିଶ୍ରମ କରିଥିଲେ ଏବଂ ଏକ ଶକ୍ତିଶାଳୀ ତଥା ସମୃଦ୍ଧ ରାଷ୍ଟ୍ରର ସ୍ୱପ୍ନ ଦେଖିଥିଲେ ଆମେ ତାଙ୍କ ସ୍ୱପ୍ନକୁ ସାକାର କରିବାକୁ ପ୍ରତିଶ୍ରୁତିବଦ୍ଧ

HS


(ରିଲିଜ ଆଡି: 1836433) ପରିଦର୍ଶକ କାଉଣ୍ଟର : 220