ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍ତରପ୍ରଦେଶର ପିଲିଭିଟ୍ରେ ସଡକ ଦୁର୍ଘଟଣାରେ ମୃତ୍ୟୁ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
23 JUN 2022 4:25PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଲିଭିଟରେ ଏକ ସଡ଼କ ଦୁର୍ଘଟଣାରେ ମୃତକଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି । ସେ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।
ପିଏମ୍ଓ ଏକ ଟୁଇଟ୍ରେ କହିଛି:
“ଉତ୍ତରପ୍ରଦେଶର ପିଲିଭିଟରେ ସଡ଼କ ଦୁର୍ଘଟଣା ହୃଦୟ ବିଦାରକ ଅଟେ । ଯେଉଁମାନେ ଏଥିରେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ମୁଁ ସେମାନଙ୍କୁ ସମବେଦନା ଜଣାଉଛି । ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”
HS
(रिलीज़ आईडी: 1836607)
आगंतुक पटल : 144
इस विज्ञप्ति को इन भाषाओं में पढ़ें:
Bengali
,
English
,
Urdu
,
Marathi
,
हिन्दी
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam