ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପିଲିଭିଟିରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଅନୁମୋଦନ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 23 JUN 2022 7:53PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଲିଭିଟିରେ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିକୁ ଅନୁମୋଦନ କରିଛନ୍ତି ।

ପିଏମ୍‍ଓ ଟୁଇଟ୍ କରି କହିଛି:

“ପିଲିଭିଟିରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମ୍‍ଏନ୍‍ଆରଏଫ୍‍ରୁ ପ୍ରଧାନମନ୍ତ୍ରୀ ୨ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ ।”

HS


(ରିଲିଜ ଆଡି: 1836773) ପରିଦର୍ଶକ କାଉଣ୍ଟର : 178