ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗୁଜୁରାଟ ସରକାରଙ୍କ ପୂର୍ବତନ ମନ୍ତ୍ରୀ ଶ୍ରୀ ଭାଗୁଭାଇ ପଟେଲଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

Posted On: 26 JUN 2022 2:10PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ପୂର୍ବତନ ମନ୍ତ୍ରୀ ଶ୍ରୀ ଭାଗୁଭାଇ ପଟେଲଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଜନସେବା କ୍ଷେତ୍ରରେ ଶ୍ରୀ ପଟେଲଙ୍କ ଅବଦାନ ସର୍ବଦା ସ୍ମରଣୀୟ ରହିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତିା

 ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

 “ଗୁଜୁରାଟ ସରକାରଙ୍କ ପୂର୍ବତନ ମନ୍ତ୍ରୀ ଶ୍ରୀ ଭାଗୁଭାଇ ପଟେଲଙ୍କ ଦେହାନ୍ତରେ ଆମେ ଦୁଃଖିତ । ଜନସେବା କ୍ଷେତ୍ରରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ । ତାଙ୍କ ଆତ୍ମାର ଶାନ୍ତି ଏବଂ ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ପାଇଁ ପ୍ରାର୍ଥନା କରନ୍ତୁ ...... ଓମ୍ ଶାନ୍ତି: ।”

HS



(Release ID: 1837180) Visitor Counter : 136