ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜର୍ମାନୀର ମୁନିଚରେ ଭାରତୀୟ ସମ୍ପ୍ରଦାୟ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 26 JUN 2022 7:58PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁନିଚର ଅଡି ଡୋମରେ ଜର୍ମାନୀରେ ଥିବା ଭାରତୀୟ ସମ୍ପ୍ରଦାୟ ସହିତ ଆଲୋଚନା ଏବଂ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜର୍ମାନୀରେ ଥିବା ଭାରତୀୟ ସମ୍ପ୍ରଦାୟର ହଜାର ହଜାର ସଦସ୍ୟ ଅଂଶଗ୍ରହଣ କରିଥିଲେ ।

ପ୍ରଧାନମନ୍ତ୍ରୀ ଭାରତର ଅଭିବୃଦ୍ଧିର କାହାଣୀ ଉପରେ ଆଲୋକପାତ କରିଥିଲେ ଏବଂ ଦେଶର ବିକାଶ ଏଜେଣ୍ଡାକୁ ଅଧିକ ହାସଲ କରିବା ପାଇଁ ସରକାରଙ୍କ ଦ୍ୱାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପ ବିଷୟରେ ଉଲ୍ଲେଖ କରିଥିଲେ । ଭାରତର ସଫଳତାର କାହାଣୀକୁ ପ୍ରୋତ୍ସାହିତ କରିବା ଏବଂ ଭାରତର ସଫଳତାର ବ୍ରାଣ୍ଡ ଆମ୍ବାସାଡର ଭାବରେ କାର୍ଯ୍ୟ କରିବାରେ ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରବାସୀ ଭାରତୀୟମାନଙ୍କ ଅବଦାନକୁ ପ୍ରଶଂସା କରିଥିଲେ ।

HS


(रिलीज़ आईडी: 1837222) आगंतुक पटल : 175
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam