ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପିଭି ନରସିଂହ ରାଓଙ୍କ ଅବଦାନକୁ ତାଙ୍କ ଜନ୍ମ ବାର୍ଷିକୀରେ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 28 JUN 2022 2:43PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି.ଭି ନରସିଂହ ରାଓଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି.ଭି ନରସିଂହ ରାଓ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜାତୀୟ ପ୍ରଗତିରେ ତାଙ୍କର ସମୃଦ୍ଧ ଅବଦାନ ପାଇଁ ଭାରତ ତାଙ୍କ ନିକଟରେ କୃତଜ୍ଞ ସେ ଜଣେ ମହାନ ବିଦ୍ୱାନ ତଥା ବୁଦ୍ଧିଜୀବୀ ଭାବରେ ମଧ୍ୟ ଏକ ପରିଚୟ ସୃଷ୍ଟି କରିଥିଲେ

HS


(ରିଲିଜ ଆଡି: 1837763) ପରିଦର୍ଶକ କାଉଣ୍ଟର : 216