ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଡାକ୍ତର ଦିବସ ଅବସରରେ ଡାକ୍ତର ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
01 JUL 2022 9:23AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡାକ୍ତର ଦିବସ ଅବସରରେ ଡାକ୍ତରମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଜୀବନ ରକ୍ଷା ତଥା ପୃଥିବୀକୁ ସୁସ୍ଥ ରଖିବାରେ ସେମାନଙ୍କର ପ୍ରମୁଖ ଭୂମିକାକୁ ସ୍ୱୀକାର କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:
“ଜୀବନ ରକ୍ଷା ତଥା ଆମ ପୃଥିବୀକୁ ସୁସ୍ଥ ରଖିବାରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ସମସ୍ତ ପରିଶ୍ରମୀ ଡାକ୍ତରଙ୍କୁ ଡାକ୍ତର ଦିବସର ଶୁଭେଚ୍ଛା ।”
HS
(ରିଲିଜ ଆଡି: 1838538)
ପରିଦର୍ଶକ କାଉଣ୍ଟର : 186
ଏହି ରିଲିଜ ପଢନ୍ତୁ :
Telugu
,
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Kannada
,
Malayalam