ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଦଲାଇ ଲାମାଙ୍କୁ ତାଙ୍କର ୮୭ ତମ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 06 JUL 2022 11:38AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡାଲାଇ ଲାମାଙ୍କୁ ତାଙ୍କର ୮୭ ତମ ଜନ୍ମଦିନରେ ଫୋନ୍ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି ସେ ଦଲାଇ ଲାମାଙ୍କ ଦୀର୍ଘ ଜୀବନ ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ପ୍ରାର୍ଥନା କରିଥିଲେ

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଆଜି ସକାଳେ ଫୋନରେ ଦଲାଇ ଲାମାଙ୍କୁ ୮୭ ତମ ଜନ୍ମଦିନର ଶୁଭେଚ୍ଛା ଜଣାଇଛୁ ଆମେ ତାଙ୍କର ଦୀର୍ଘ ଜୀବନ ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଛୁ

HS


(ରିଲିଜ ଆଡି: 1839684) ପରିଦର୍ଶକ କାଉଣ୍ଟର : 184