ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ଆବେ ସିଞ୍ଜୋଙ୍କ ଉପରେ ହୋଇଥିବା ଆକ୍ରମଣରେ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି ପ୍ରଧାନମନ୍ତ୍ରୀ

Posted On: 08 JUL 2022 11:33AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ଆବେ ସିଞ୍ଜୋଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ପ୍ରଧାନମନ୍ତ୍ରୀ ଟୁଇଟ୍କରିଛନ୍ତି;

ମୋର ପ୍ରିୟ ବନ୍ଧୁ ଆବେ ସିଞ୍ଜୋଙ୍କ ଉପରେ ହୋଇଥିବା ଆକ୍ରମଣରେ ମୁଁ ବହୁତ ଦୁଃଖିତ ଆମର ଚିନ୍ତାଧାରା ଏବଂ ପ୍ରାର୍ଥନା ତାଙ୍କ ସହ, ତାଙ୍କ ପରିବାର ଏବଂ ଜାପାନର ଲୋକଙ୍କ ସହ ଅଛି

HS



(Release ID: 1840045) Visitor Counter : 112