ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ନୈନିତାଲରେ କାର ଭାସିଯିବା ଯୋଗୁଁ ହୋଇଥିବା ମୃତ୍ୟୁ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
प्रविष्टि तिथि:
08 JUL 2022 6:54PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ନୈନିତାଲ ଠାରେ କାର ଭାସିଯିବା ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ନୈନିତାଲ ଜିଲ୍ଲାରେ କାର ଭାସିଯିବା ଭଳି ଘଟଣା ବେଶ ଦୁଃଖ ଦେଇଛି । ଦୁଃଖର ଏହି ମୁହୂର୍ତ୍ତରେ ମୋ ସମବଦେନା ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହିତ ରହିଛି । ଫସି ରହିଥିବା ଲୋକଙ୍କୁ ସହାୟତା ପ୍ରଦାନ ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।”
SR
(रिलीज़ आईडी: 1840251)
आगंतुक पटल : 180
इस विज्ञप्ति को इन भाषाओं में पढ़ें:
Telugu
,
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Odia
,
Tamil
,
Kannada
,
Malayalam