ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶ୍ରୀ ଅମରନାଥ ଗୁମ୍ଫା ନିକଟରେ ବାଦଲଫଟା ବର୍ଷାଜନିତ ଜନହାନି ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
प्रविष्टि तिथि:
08 JUL 2022 9:26PM by PIB Bhubaneshwar
ଶ୍ରୀ ଅମରନାଥ ଗୁମ୍ଫା ନିକଟରେ ବାଦଲଫଟା ବର୍ଷାଜନିତ ଜନହାନି ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଶ୍ରୀ ଅମରନାଥ ଗୁମ୍ଫା ନିକଟରେ ବାଦଲଫଟା ବର୍ଷା ଯୋଗୁଁ ବ୍ୟଥିତ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ଜଣାଉଛି । ଶ୍ରୀ ମନୋଜ ସିହ୍ନାଜୀ @manojsinha_ Jiଙ୍କ ସହ କଥା ହୋଇ ପରିସ୍ଥିତି ସମୀକ୍ଷା କଲି । ଉଦ୍ଧାର ଓ ରିଲିଫ କାର୍ଯ୍ୟ ଜାରି ରହିଛି । ପ୍ରଭାବିତଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ।”
SR
(रिलीज़ आईडी: 1840348)
आगंतुक पटल : 179
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam