ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
09 JUL 2022 6:22PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଶ୍ରୀ ଏକନାଥ ସିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାଭିସ୍ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଶ୍ରୀ ଏକନାଥ ସିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାଭିସ୍ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ।”
HS
(ରିଲିଜ ଆଡି: 1840474)
ପରିଦର୍ଶକ କାଉଣ୍ଟର : 199
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam