ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଦିଲ୍ଲୀର ଆଲିପୁରରେ ଘଟିଥିବା ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 15 JUL 2022 4:19PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଆଲିପୁରରେ ଘଟିଥିବା ଦୁର୍ଘଟଣାରେ ମୃତକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;

“ଦିଲ୍ଲୀର ଆଲିପୁରରେ ଘଟିଥିବା ଏହି ଦୁର୍ଘଟଣାରେ ମୁଁ ମର୍ମାହତ । ମୋର ସମବେଦନା ସେହି ବ୍ୟକ୍ତିମାନଙ୍କ ସହିତ ରହିଛି ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି । ମୁଁ ପ୍ରାର୍ଥନା କରୁଛି ଯେ ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ: ପ୍ରଧାନମନ୍ତ୍ରୀ”

HS


(ରିଲିଜ ଆଡି: 1841893) ପରିଦର୍ଶକ କାଉଣ୍ଟର : 203