ପୋଷ୍ଟ କରାଯିବା ଦିନାଙ୍କ:
16 JUL 2022 5:54PM by PIB Bhubaneswar
ମଧ୍ୟପ୍ରଦେଶ ରାଜ୍ୟପାଳ ଶ୍ରୀ ମଙ୍ଗୁଭାଇ ପଟେଲ, ମଣିପୁର ରାଜ୍ୟପାଳ ଶ୍ରୀ ଲା ଗଣେଶନ ଓ ପଶ୍ଚିମବଙ୍ଗ ରାଜ୍ୟପାଳ ଶ୍ରୀ ଜଗଦୀପ ଧନଖଡ ଆଜି ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ଆଲୋଚନା କରିଛନ୍ତି ।
SR