ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାମପୁରରେ ଏକ ସଡ଼କ ଦୁର୍ଘଟଣାରେ ମୃତକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
Posted On:
17 JUL 2022 1:48PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାମପୁରରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ସେ ପ୍ରଭାବିତ ପରିବାରକୁ ସମବେଦନା ଜଣାଇଛନ୍ତି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଉଛି ବୋଲି ସେ ସୂଚନା ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରି କହିଛନ୍ତି:
“ଉତ୍ତରପ୍ରଦେଶର ରାମପୁରରେ ସଡ଼କ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଇ ମୁଁ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ସମସ୍ତ ପ୍ରକାର ସହାୟତା ଯୋଗାଇ ହେଉଛି: ପ୍ରଧାନମନ୍ତ୍ରୀ ମୋଦି”
HS
(Release ID: 1842205)
Read this release in:
English
,
Urdu
,
Hindi
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam