ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମଧ୍ୟପ୍ରଦେଶରେ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

Posted On: 18 JUL 2022 1:46PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଧର ଠାରେ ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;

ମଧ୍ୟପ୍ରଦେଶର ଧର ଠାରେ ବସ୍ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ ମୋର ଚିନ୍ତାଧାରା ସେମାନଙ୍କ ସହିତ ରହିଛି ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ଉଦ୍ଧାର କାର୍ଯ୍ୟ ଚାଲିଛି ଏବଂ ପ୍ରଭାବିତ ଲୋକଙ୍କୁ ସ୍ଥାନୀୟ କର୍ତ୍ତୃପକ୍ଷ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି: ପ୍ରଧାନମନ୍ତ୍ରୀ

HS


(Release ID: 1842365)