ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଶ୍ରୀ ନରସିଂହଭାଇ ପଟେଲଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

Posted On: 21 JUL 2022 9:52PM by PIB Bhubaneshwar

ସ୍ୱାଧୀନତା ସଂଗ୍ରାମୀ ଶ୍ରୀ ନରସିଂହଭାଇ ପଟେଲଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ଓ ସ୍ୱାଧୀନତା ସଂଗ୍ରାମ ପ୍ରତି ତାଙ୍କ ଅବଦାନକୁ ସ୍ମରଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

 

SR



(Release ID: 1843672) Visitor Counter : 124