ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

Posted On: 21 JUL 2022 9:48PM by PIB Bhubaneshwar

ଭାରତର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭେଟି ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲି ଓ ତାଙ୍କୁ ଅଭିନନ୍ଦନ ଜଣାଇଲି ।”

 

 

SR



(Release ID: 1843675) Visitor Counter : 117