ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କୋଭିଡ-୧୯ରୁ ଜୋ ବାଇଡେନଙ୍କ ଦ୍ରୁତ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ
Posted On:
21 JUL 2022 9:46PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଭିଡ- ୧୯ରୁ ଯୁକ୍ତରାଷ୍ଟ୍ର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“କୋଭିଡ- ୧୯ରୁ @POTUS @JoeBidenଙ୍କ ଦ୍ରୁତ ଆରୋଗ୍ୟ କାମନା ସହ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଛି ।”
SR
(Release ID: 1843799)
Read this release in:
English
,
Urdu
,
Marathi
,
Hindi
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam