ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବାରାବାଙ୍କି ଠାରେ ପୂର୍ବାଞ୍ଚଳ ଏକ୍ସପ୍ରେସ-ୱେରେ ସଡକ ଦୁର୍ଘଟଣାଜନିତ ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
प्रविष्टि तिथि:
25 JUL 2022 1:38PM by PIB Bhubaneshwar
ବାରାବାଙ୍କି ଠାରେ ପୂର୍ବାଞ୍ଚଳ ଏକ୍ସପ୍ରେସ-ୱେରେ ସଡକ ଦୁର୍ଘଟଣାଜନିତ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରିବା ସହ ସ୍ଥାନୀୟ ପ୍ରଶାସନ ଯଥାସମ୍ଭବ ସହାୟତା ପ୍ରଦାନ କରୁଛି ବୋଲି ସେ କହିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ବାରାବାଙ୍କି ଠାରେ ପୂର୍ବାଞ୍ଚଳ ଏକ୍ସପ୍ରେସ-ୱେରେ ହୋଇଥିବା ଦୁର୍ଘଟଣା ବେଶ ଦୁଃଖଦାୟକ । ଏଥିରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରଗୁଡିକୁ ସମବେଦନା ଜଣାଉଛି । ଏହାସହିତ ସମସ୍ତ ଆହତଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ଯଥାସମ୍ଭବ ସହାୟତା ପ୍ରଦାନ କରୁଛି ।”
SR
(रिलीज़ आईडी: 1844704)
आगंतुक पटल : 145
इस विज्ञप्ति को इन भाषाओं में पढ़ें:
Bengali
,
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam