ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବର୍ମିଂହାମରେ ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ ଆରମ୍ଭ ଅବସରରେ ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା

प्रविष्टि तिथि: 28 JUL 2022 11:02PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମରେ ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ ଆରମ୍ଭ ଅବସରରେ ଭାରତୀୟ ଦଳକୁ ଶୁଭକାମନା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ବର୍ମିଂହାମରେ ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ ଆରମ୍ଭ ଅବସରରେ ଭାରତୀୟ ଦଳକୁ ଶୁଭକାମନା । ଆମ କ୍ରୀଡାବିତମାନେ ଶ୍ରେଷ୍ଠ ପ୍ରଦର୍ଶନ କରିବା ଓ ଚିତ୍ତାକର୍ଷକ ଖେଳ ପ୍ରଦର୍ଶନ ମାଧ୍ୟମରେ ଦେଶବାସୀଙ୍କୁ ପ୍ରେରଣା ଯୋଗାଇବା ନେଇ ମୁଁ ନିଶ୍ଚିତ ।

 

SR


(रिलीज़ आईडी: 1846383) आगंतुक पटल : 167
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam