ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ରୌପ୍ୟ ପଦକ ବିଜେତା ଭାରୋତ୍ତଳକ ବିକାଶ ଠାକୁରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 02 AUG 2022 10:17PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ, ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ରୌପ୍ୟ ପଦକ ବିଜେତା ଭାରୋତ୍ତଳକ ବିକାଶ ଠାକୁରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

“ଭାରୋତ୍ତଳନରେ ରୌପ୍ୟ ପଦକ ବିଜେତା ବିକାଶ ଠାକୁରଙ୍କ ପାଇଁ ରାଜ୍ୟଗୋଷ୍ଠୀ କ୍ରୀଡାରୁ ପୁଣି ଗୌରବ । ତାଙ୍କ ସଫଳତାରେ ପୁଲକିତ । କ୍ରୀଡା ପ୍ରତି ତାଙ୍କ ସମର୍ପଣ ପ୍ରଶଂସନୀୟ । ଭବିଷ୍ୟତ ପାଇଁ ତାଙ୍କୁ ଶୁଭକାମନା ।

 

SR


(रिलीज़ आईडी: 1847782) आगंतुक पटल : 127
इस विज्ञप्ति को इन भाषाओं में पढ़ें: Bengali , English , Urdu , हिन्दी , Marathi , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam