ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡାରେ ରୌପ୍ୟ ପଦକ ବିଜେତା ବ୍ୟାଡମିଣ୍ଟନ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 03 AUG 2022 9:11AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ, ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ରୌପ୍ୟ ପଦକ ଜିତିଥିବା ବ୍ୟାଡମିଣ୍ଟନ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ।

 ଏକ ଟ୍ୱିଟ ଶୃଙ୍ଖଳରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ବର୍ମିଂହାମ, ରାଜ୍ୟଗୋଷ୍ଠୀ କ୍ରୀଡାରେ ରୌପ୍ୟ ପଦକ ଜିତିଥିବା ଭାରତୀୟ ବ୍ୟାଡମିଣ୍ଟନ ଦଳର @srikidambi, @satwiksairaj, @buss_reddy, @lakshya_sen, @Shettychirag04, Treesa Jolly, Aakarshi Kashyap, @P9Ashwini, Gayatri Gopichand and @Pvsindhu1ଙ୍କୁ ଶୁଭେଚ୍ଛା । ସେମାନଙ୍କ ସଫଳତାରେ ଗର୍ବିତ ।

“ଭାରତରେ ବ୍ୟାଡମିଣ୍ଟନ ବେଶ ଲୋକପ୍ରିୟ ଖେଳ । ରାଜ୍ୟଗୋଷ୍ଠୀ କ୍ରୀଡାରେ ରୌପ୍ୟ ପଦକ ବ୍ୟାଡମିଣ୍ଟନକୁ ଆହୁରି ଲୋକପ୍ରିୟ କରିବ ଓ ଆଗାମୀ ଦିନରେ ଅଧିକ ଲୋକ ଏହାକୁ ଆପଣାଇବେ ।

SR



(Release ID: 1847883) Visitor Counter : 133