ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

୨୦୨୨ ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରଧାନମନ୍ତ୍ରୀଙ୍କ ମତଦାନ

Posted On: 06 AUG 2022 12:22PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୨ ଉପରାଷ୍ଟ୍ରପତି ନିର୍ବାଚନରେ ମତଦାନ କରିଛନ୍ତି । 

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

୨୦୨୨ ଉପରାଷ୍ଟ୍ରପତି ନିର୍ବାଚନରେ ମତଦାନ କଲି । 

 

SR



(Release ID: 1849108) Visitor Counter : 142