ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
                
                
                
                
                
                    
                    
                        ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ସ୍ୱର୍ଣ୍ଣପଦକ ବିଜେତା କୁସ୍ତିଯୋଦ୍ଧା ଦୀପକ ପୁନିଆଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
                    
                    
                        
                    
                
                
                    Posted On:
                06 AUG 2022 12:10AM by PIB Bhubaneshwar
                
                
                
                
                
                
                ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ, ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ସ୍ୱର୍ଣ୍ଣପଦକ ବିଜେତା କୁସ୍ତିଯୋଦ୍ଧା ଦୀପକ ପୁନିଆଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଆମ ପ୍ରିୟ ଦୀପକ ପୁନିଆଙ୍କ ଚିତ୍ତାକର୍ଷକ ପ୍ରଦର୍ଶନରେ ଗର୍ବିତ ! ସେ ଭାରତର ଗର୍ବ ଓ ଭାରତକୁ ଅନେକ ପଦକ ପ୍ରଦାନ କରିଛନ୍ତି । ସେ ସ୍ୱର୍ଣ୍ଣପଦକ ଜିତିଥିବାରୁ ପ୍ରତ୍ୟେକ ଭାରତୀୟ ଆନନ୍ଦିତ । ଭବିଷ୍ୟତ ପାଇଁ ତାଙ୍କୁ ଶୁଭକାମନା ।” 
 
SR
                
                
                
                
                
                (Release ID: 1849109)
                Visitor Counter : 177
                
                
                
                    
                
                
                    
                
                Read this release in: 
                
                        
                        
                            English 
                    
                        ,
                    
                        
                        
                            Urdu 
                    
                        ,
                    
                        
                        
                            हिन्दी 
                    
                        ,
                    
                        
                        
                            Marathi 
                    
                        ,
                    
                        
                        
                            Manipuri 
                    
                        ,
                    
                        
                        
                            Bengali 
                    
                        ,
                    
                        
                        
                            Assamese 
                    
                        ,
                    
                        
                        
                            Punjabi 
                    
                        ,
                    
                        
                        
                            Gujarati 
                    
                        ,
                    
                        
                        
                            Tamil 
                    
                        ,
                    
                        
                        
                            Telugu 
                    
                        ,
                    
                        
                        
                            Kannada 
                    
                        ,
                    
                        
                        
                            Malayalam