ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାଜସ୍ଥାନର ସିକାର ସ୍ଥିତ ଖାତୁ ଶ୍ୟାମଜୀ ମନ୍ଦିର ସୌଧରେ ଦଳାଚକଟା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 08 AUG 2022 9:22AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ସିଖର ସ୍ଥିତ ଖାତୁ ଶ୍ୟାମଜୀ ମନ୍ଦିର ସୌଧରେ ଦଳଚକଟା ହେତୁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ପ୍ରଧାନମନ୍ତ୍ରୀ ଟୁଇଟ୍କରିଛନ୍ତି;

ରାଜସ୍ଥାନର ସିକର ସ୍ଥିତ ଖାତୁ ଶ୍ୟାମଜୀ ମନ୍ଦିର ସୌଧରେ ଦଳାଚକଟା ହେତୁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖିତ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହ ଅଛି ମୁଁ ପ୍ରାର୍ଥନା କରୁଛି ଯେ ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ

HS


(ରିଲିଜ ଆଡି: 1849888) ପରିଦର୍ଶକ କାଉଣ୍ଟର : 181