ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସିଡବ୍ଲ୍ୟୁଜି ୨୦୨୨ ରେ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପି ଭି ସିନ୍ଧୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 08 AUG 2022 3:56PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମରେ ଚାଲିଥିବା ରାଜ୍ୟଗୋଷ୍ଠି କ୍ରୀଡା ୨୦୨୨ ରେ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପି ଭି ସିନ୍ଧୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ପି ଭି ସିନ୍ଧୁଙ୍କର ଚମ୍ପିଆନଙ୍କ ଭିତରେ ଚମ୍ପିଆନ ଅଦ୍ଭୁତପୂର୍ବ ଅଟେ! ଉତ୍କର୍ଷତା କ’ଣ ତାହା ସେ ବାରମ୍ବାର ପ୍ରଦର୍ଶନ କରିଛନ୍ତି । ତାଙ୍କର ଉତ୍ସର୍ଗୀକୃତତା ଏବଂ ପ୍ରତିବଦ୍ଧତା ଆଶ୍ଚର୍ଯ୍ୟଜନକ ଅଟେ । ସିଡବ୍ଲ୍ୟୁଜି ରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ତାଙ୍କୁ ଅଭିନନ୍ଦନ । ଭବିଷ୍ୟତର ପ୍ରୟାସ ପାଇଁ ତାଙ୍କୁ ଶୁଭେଚ୍ଛାୟ ।”

HS


(ରିଲିଜ ଆଡି: 1849933) ପରିଦର୍ଶକ କାଉଣ୍ଟର : 125