ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସିଡବ୍ଲ୍ୟୁଜି ୨୦୨୨ ରେ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଲକ୍ଷ୍ୟ ସେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 08 AUG 2022 11:39PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲକ୍ଷ୍ୟ ସେନଙ୍କୁ ବର୍ମିଂହାମର ସିଡବ୍ଲ୍ୟୁଜି ୨୦୨୨ ରେ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଅଭିନନ୍ଦନ ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଲକ୍ଷ୍ୟ ସେନଙ୍କ ସଫଳତା ଦ୍ୱାରା ଆନନ୍ଦିତ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିବା ପାଇଁ ଅଭିନନ୍ଦନ ସେ ସିଡବ୍ଲ୍ୟୁଜି ରେ ଭଲ ଖେଳିଥିଲେ ଏବଂ ଫାଇନାଲ ସମୟରେ ଉଲ୍ଲେଖନୀୟ ଦୃଢ଼ତା ପ୍ରଦର୍ଶନ କରିଥିଲେ ସେ ଭାରତର ଗର୍ବ ଭବିଷ୍ୟତର ଉଦ୍ୟମ ପାଇଁ ତାଙ୍କୁ ଶୁଭେଚ୍ଛା

HS


(ରିଲିଜ ଆଡି: 1850111) ପରିଦର୍ଶକ କାଉଣ୍ଟର : 161