ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୁରୁଷ ସିଙ୍ଗଲ୍ସ ଟେବୁଲ୍ ଟେନିସରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଶରଥ କମଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 09 AUG 2022 3:05PM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ ସିଡବ୍ଳ୍ୟଜି ୨୦୨୨ ରେ ପୁରୁଷ ସିଙ୍ଗଲ୍ସ ଟେବୁଲ ଟେନିସରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଶରଥ କମଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

 “ଶରଥ କମଲଙ୍କ ଦ୍ୱାରା ସ୍ୱର୍ଣ୍ଣ ପଦକ ବିଜୟ ଇତିହାସରେ ସ୍ୱତନ୍ତ୍ର ଭାବରେ ଲିପିବଦ୍ଧ ହେବ । ସେ ଧୈର୍ଯ୍ୟ, ନିଷ୍ଠା ଏବଂ ସ୍ଥିରତାର ଶକ୍ତି ପ୍ରଦର୍ଶନ କରିଛନ୍ତି । ସେ ମଧ୍ୟ ବହୁତ କୌଶଳ ପ୍ରଦର୍ଶନ କରିଛନ୍ତି । ଏହି ପଦକ ଭାରତୀୟ ଟେବୁଲ୍ ଟେନିସ୍ ପାଇଁ ଏକ ବଡ଼ ଉତ୍ସାହ । ତାଙ୍କୁ ଅଭିନନ୍ଦନ ଏବଂ ଶୁଭେଚ୍ଛା । #Cheer4India"

HS


(ରିଲିଜ ଆଡି: 1850236) ପରିଦର୍ଶକ କାଉଣ୍ଟର : 226