ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
09 AUG 2022 1:06PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଯେଉଁମାନେ ଆଜି ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ସେମାନଙ୍କୁ ଅଭିନନ୍ଦନ । ଏହି ଦଳ ପ୍ରଶାସନିକ ଅଭିଜ୍ଞତା ଏବଂ ଉତ୍ତମ ଶାସନ ପ୍ରଦାନ କରିବାର ଉତ୍ସାହର ମିଶ୍ରଣ ଅଟେ । ରାଜ୍ୟବାସୀଙ୍କ ସେବା ପାଇଁ ସେମାନଙ୍କୁ ମୋର ଶୁଭେଚ୍ଛା ।”
HS
(रिलीज़ आईडी: 1850327)
आगंतुक पटल : 166
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam