ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରକ୍ଷା ବନ୍ଧନର ସ୍ୱତନ୍ତ୍ର ଉତ୍ସବ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 11 AUG 2022 9:21AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରକ୍ଷା ବନ୍ଧନର ସ୍ୱତନ୍ତ୍ର ଉତ୍ସବ ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ ଟୁଇଟ୍କରିଛନ୍ତି;

ଆପଣ ସମସ୍ତଙ୍କୁ ରକ୍ଷାବନ୍ଧନର ବହୁତ ବହୁତ ଶୁଭକାମନା

ଋକ୍ଷା ବନ୍ଧନର ବିଶେଷ ଉତ୍ସବ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା

HS


(रिलीज़ आईडी: 1850896) आगंतुक पटल : 209
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam