ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଭାରତର ଉପରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଜଗଦୀପ ଧନଖରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 11 AUG 2022 4:02PM by PIB Bhubaneswar

ପ୍ରଧାନମନ୍ତ୍ରୀ   ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ଉପରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଜଗଦୀପ ଧନଖରଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଶ୍ରୀ ଜଗଦୀପ ଧନଖର ଜୀ ଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଥିଲି ମୁଁ ତାଙ୍କୁ ଭାରତର ଉପରାଷ୍ଟ୍ରପତି ହୋଇଥିବାରୁ ଅଭିନନ୍ଦନ ଜଣାଉଛି ଏବଂ ଫଳପ୍ରଦ କାର୍ଯ୍ୟକାଳ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଉଛି

HS


(रिलीज़ आईडी: 1850899) आगंतुक पटल : 184
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam