ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଦେଶ ବିଭାଜନ ବେଳେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 14 AUG 2022 9:08AM by PIB Bhubaneswar

ବିଭାଜନ ବିଭୀଷିକା ସ୍ମୃତି ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶ ବିଭାଜନ ବେଳେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

ଆଜି #PartitionHorrorsRemembranceDay ଅବସରରେ ଦେଶ ବିଭାଜନ ବେଳେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ଓ ଆମ ଇତିହାସର ସେହି ଦୁଃଖଦ ସମୟରେ ପୀଡିତ ବ୍ୟକ୍ତିମାନଙ୍କ ସହନଶୀଳତା ତଥା ଧୈର୍ଯ୍ୟକୁ ପ୍ରଶଂସା କରୁଛି । 

 

SR


(रिलीज़ आईडी: 1851735) आगंतुक पटल : 160
इस विज्ञप्ति को इन भाषाओं में पढ़ें: Tamil , English , Urdu , हिन्दी , Marathi , Assamese , Bengali , Manipuri , Punjabi , Gujarati , Telugu , Kannada , Malayalam