ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସ୍ୱାଧୀନତା ଦିବସ ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 15 AUG 2022 7:10AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଧୀନତା ଦିବସ ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜୟ ହିନ୍ଦ!

ଏହି ବିଶେଷ ସ୍ୱାଧୀନତା ଦିବସରେ ଶୁଭେଚ୍ଛା ଜୟ ହିନ୍ଦ!”

HS


(रिलीज़ आईडी: 1852006) आगंतुक पटल : 188
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam