ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପାର୍ସି ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 16 AUG 2022 10:13AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପାର୍ସି ନବବର୍ଷ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି,

“ପାର୍ସି ନବବର୍ଷର ଶୁଭେଚ୍ଛାବର୍ଷଟି ଆପଣମାନଙ୍କୁ ଖୁସି, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ ପ୍ରଦାନ କରୁ ବୋଲି କାମନା କରୁଛି । ନଭରୋଜ ମୁବାରକ!” 

SR


(रिलीज़ आईडी: 1852221) आगंतुक पटल : 190
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam