ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମର ସଫଳତାରେ ସନ୍ତୋଷ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
17 AUG 2022 2:32PM by PIB Bhubaneshwar
ସ୍ୱାସ୍ଥ୍ୟ, ପୋଷଣ. ଶିକ୍ଷା ଓ ରପ୍ତାନୀ ଭଳି ମାନଦଣ୍ଡରେ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମର ସଫଳତାକୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସନ୍ତୋଷ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ହେଉ ଅବା ରପ୍ତାନୀ ବିଭିନ୍ନ ମାନଦଣ୍ଡରେ ଆକାଂକ୍ଷୀ ଜିଲ୍ଲାର ସଫଳତା ଉତ୍ସାହଜନକ । ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ ଯୋଗୁଁ ଲକ୍ଷ ଲକ୍ଷ ଲୋକଙ୍କ ଜୀବନରେ ହେଉଥିବା ପରିବର୍ତ୍ତନ ବେଶ ସନ୍ତୋଷଜନକ ।”
SR
(रिलीज़ आईडी: 1852609)
आगंतुक पटल : 238
इस विज्ञप्ति को इन भाषाओं में पढ़ें:
Bengali
,
English
,
Urdu
,
Marathi
,
हिन्दी
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam