ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ

ପୋଷ୍ଟ କରାଯିବା ଦିନାଙ୍କ: 17 AUG 2022 5:33PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଶ୍ରୀ ଏମକେ ଷ୍ଟାଲିନ ଭେଟିଛନ୍ତି ।  

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥିରୁ @mkstalin ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ।”  

 

<\center>

SR


(ରିଲିଜ ଆଡି: 1852730) ପରିଦର୍ଶକ କାଉଣ୍ଟର : 165