ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧିଙ୍କ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ପୋଷ୍ଟ କରାଯିବା ଦିନାଙ୍କ:
20 AUG 2022 9:32AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଜନ୍ମବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;
“ଜନ୍ମବାର୍ଷିକୀ ଅବସରରେ ଆମ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ।”
SR
(ରିଲିଜ ଆଡି: 1853296)
ପରିଦର୍ଶକ କାଉଣ୍ଟର : 224
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam