ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାଜସ୍ଥାନର ପାଲି ଠାରେ ସଡକ ଦୁର୍ଘଟଣାଜନିତ ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
ପୋଷ୍ଟ କରାଯିବା ଦିନାଙ୍କ:
19 AUG 2022 11:40PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ପାଲି ଠାରେ ସଡକ ଦୁର୍ଘଟଣାଜନିତ ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ରାଜସ୍ଥାନର ପାଲି ଠାରେ ହୋଇଥିବା ସଡକ ଦୁର୍ଘଟଣା ବେଶ ଦୁଃଖଦ । ଦୁଃଖର ଏହି ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ଜଣାଉଛି । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ@narendramodi”
SR
(ରିଲିଜ ଆଡି: 1853359)
ପରିଦର୍ଶକ କାଉଣ୍ଟର : 182
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam