ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜାପାନ ପ୍ରଧାନମନ୍ତ୍ରୀ ମାନ୍ୟବର ଫୁମିଓ କିଶିଦାଙ୍କର କୋଭିଡ-୧୯ ରୁ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
21 AUG 2022 5:49PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାପାନର ପ୍ରଧାନମନ୍ତ୍ରୀ ମାନ୍ୟବର ଫୁମିଓ କିଶିଦାଙ୍କର କୋଭିଡ-୧୯ ରୁ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମୋର ବନ୍ଧୁ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦାଙ୍କର କୋଭିଡ-୧୯ ରୁ ଶୀଘ୍ର ଆରୋଗ୍ୟ କାମନା କରୁଛି ।”
HS
(ରିଲିଜ ଆଡି: 1853461)
ପରିଦର୍ଶକ କାଉଣ୍ଟର : 161
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam