ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ

Posted On: 22 AUG 2022 1:05PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ୱାଇ.ଏସ୍ ଜଗନ୍ ମୋହନ ରେଡ୍ଡୀ ସାକ୍ଷାତ କରିଛନ୍ତି

 ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

 “ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ୱାଇ ଏସ୍‍ ଜଗନ ମୋହନ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି

HS



(Release ID: 1853691) Visitor Counter : 126