ରାଷ୍ଟ୍ରପତିଙ୍କ ସଚିବାଳୟ
azadi ka amrit mahotsav

ପ୍ରଧାନ ବିଚାରପତିଙ୍କ ଶପଥ ଗ୍ରହଣ

ପୋଷ୍ଟ କରାଯିବା ଦିନାଙ୍କ: 27 AUG 2022 12:06PM by PIB Bhubaneshwar

ସର୍ବୋଚ୍ଚ ନ୍ୟାୟାଳୟର ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଶ୍ରୀ ଉଦୟ ଉମେଶ ଲଳିତ ଶପଥ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଭବନ ଦରବାର ହଲରେ ଆଜି (ଅଗଷ୍ଟ ୨୭, ୨୦୨୨) ପୂର୍ବାହ୍ନ ସାଢ଼େ ୧୦ଟା ସମୟରେ ତାଙ୍କର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା । ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ ।

 

*****

P.S.


(ରିଲିଜ ଆଡି: 1854835) ପରିଦର୍ଶକ କାଉଣ୍ଟର : 193
ଏହି ରିଲିଜ ପଢନ୍ତୁ : English , Urdu , Marathi , हिन्दी , Manipuri , Punjabi , Tamil